ମାଳିକା ଦେଲା ଓପନ୍ ଚ୍ୟାଲେଞ୍ଜ୍…ଏକ ଭାବ ରସ ଶୁନ ବେଳେ ଘଟିବ ଏହି ଘଟଣା ସତ ହେଲା ମାଳିକା….
ଆଗତ ଭବିଷ୍ୟତ ଉପରେ କିଛି ମହାପୁରୁଷଙ୍କ ଦର୍ଶନକୁ ମାଳିକା କୁହାଯାଏ । ଭିନ୍ନ ଭିନ୍ନ କବିଙ୍କଦ୍ୱାରା ବିଭିନ୍ନ ନାମରେ ମାଳିକାମାନ ଲିଖିତ ହୋଇଛି । ମାଳିକା ଲିଖନରେ ଅଚ୍ୟୁତାନନ୍ଦ ଦାସ, ହାଡ଼ିଦାସ,ହରଦାସ ମାଳିକା,ଯଶୋବନ୍ତ ଦାସ, ଗୋସ୍ୱାମୀ ବାହୁଡ଼ା ଦାସ ଆଦି ଅନ୍ୟତମ । ତେବେ ସମୟ ସ୍ରୋତ ରେ ଧୀରେ ଧୀରେ ପୂର୍ଵ ପୁରୁଷ ମାନଙ୍କର ଅନୁମାନ ତଥା ତାଙ୍କର ମାଳିକା ବର୍ଣ୍ଣିତ ଵଚନ ସତରେ ପ୍ରତିପ୍ରକାଶ ହେବାକୁ ଯାଉଛି । ତେବେ ଆଜି ଆମେ ଏକ … Read more