ହିରୋ ଅଶ୍ଵିନୀ (Kumar Aswini) ଝିଅ ସହ କିପରି ମସ୍ତି କରୁଛନ୍ତି – ଦେଖନ୍ତୁ ଭିଡିଓ

ଓଡ଼ିଆ ସିନେମା ଜଗତ ଅଭିନୟ କରୁଥିବା କଳାକାର ମାନଙ୍କ ପ୍ରତି ଓଡିଆ ଦର୍ଶକ ମାନଙ୍କ ଅହେତୁକ ଭଲ ପାଇବା ରହିଛି। ନିଜ ନିଜ ପ୍ରିୟ କଳାକାର ମାନଙ୍କ ଅଭିନୟ ଜୀବନ ବ୍ୟକ୍ତିଗତ ଜୀବନ ବାବଦରେ ଜାଣିବା ପାଇଁ ମଧ୍ୟ ଦର୍ଶକ ମାନେ ଖୁବ୍ ଆଗ୍ରହ ପ୍ରକାଶ କରିଥାନ୍ତି। କେହି କେହି ନିଜ ପ୍ରିୟ ଅଭିନେତା ଅଭିନେତ୍ରୀ ମାନଙ୍କ ଜୀବନଶୈଳୀକୁ ଅନୁସରଣ କରିଥାନ୍ତି। କାରଣ ଅଭିନେତା ଅଭିନେତ୍ରୀ ମାନଙ୍କ ଜୀବନଶୈଳୀ ସାଧାରଣ ଲୋକଙ୍କ ଠାରୁ ସମ୍ପୂର୍ଣ୍ଣ ଭିନ୍ନ ସେଥିପାଇଁ ତ ଅଭିନେତା ଅଭିନେତ୍ରୀ ମାନଙ୍କ ଜୀବନଶୈଳୀକୁ ଅନୁସରଣ କରିଥାନ୍ତି ଫ୍ୟାନସ୍ ମାନେ। ତେବେ ଆଜି ଆମେ ସେମିତି ଏକ ଲୋକପ୍ରିୟ ଯୋଡି ବାବଦରେ ଆପଣ ମାନଙ୍କୁ କହିବା ପାଇଁ ଯାଉଛୁ।

ତେବେ ଆପଣ ମାନେ ସମସ୍ତେ ଆମ ଓଡିଆ ଟିଭି ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତା ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତା ମାନେ ନିଜ ଲାଇଫ ଷ୍ଟାଇଲ ଏବଂ ନିଜ ଅଭିନୟ ପାଇଁ ଅଧିକାଂଶ ସମୟ ଚର୍ଚ୍ଚାରେ ରୁହନ୍ତି । ତେବେ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତା ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ଆମ ଓଡିଆ ଟିଭି ଇଣ୍ଡଷ୍ଟ୍ରିରେ ଅଭିନୟ କରି ପ୍ରସିଦ୍ଧି ହାସଲ କରିଛନ୍ତି ।

ଏହି ଅଭିନେତା ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ଅଶ୍ଵିନୀ । ଆପଣ ମାନେ ସମସ୍ତେ ଓଡିଆ ଇଣ୍ଡଷ୍ଟ୍ରିର ବରିଷ୍ଠ ଅଭିନେତା ଅଶ୍ଵିନୀଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଅଶ୍ଵିନୀ ଓଡିଆ ଇଣ୍ଡଷ୍ଟ୍ରିରେ ଅଭିନୟ କରି ସୁନାମ ଅର୍ଜନ କରିଛନ୍ତି ଏବଂ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି । ତାଙ୍କର ଜବରଦସ୍ତ ଅଭିନୟ ଆଉ ତାଙ୍କ ହାଣ୍ଡସମ ଲୁକ୍ କୁ ସାରା ଓଡିଶାବାସୀ ବେସ ଅଧିକ ପସନ୍ଦ କରନ୍ତି ।

ସେ ଓଡିଆ ଇଣ୍ଡଷ୍ଟ୍ରିରେ ପାଦ ଦେଇ ସାରା ଓଡିଶା ବାସୀଙ୍କ ମନ କିଣିଛନ୍ତି । ଆପଣ ମାନେ ତାଙ୍କୁ ଅନେକ ଓଡିଆ ସିରିଏଲରେ ମଧ୍ୟ ଦେଖିଥିବେ । ତେବେ ନିଜର ଜବରଦସ୍ତ ଅଭିନୟ ପାଇଁ ସେ ଅନେକ ପୁରସ୍କାରରେ ମଧ୍ୟ ସମ୍ମାନିତ ହୋଇଛନ୍ତି । ତେବେ ବନ୍ଧୁଗଣ ଏମିତିରେ ଅଶ୍ଵିନୀ ନିଜ ଲାଇଫ ଷ୍ଟାଇଲ ଆଉ ନିଜ ଅଭିନୟ ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି ।

 

ହେଲେ ଗତ କିଛି ସମୟ ହେବ ଅଶ୍ଵିନୀ ଏକ ଅଲଗା କାରଣ ପାଇଁ ଚର୍ଚ୍ଚାକୁ ଆସିଛନ୍ତି ।ସୋସିଆଲ ମିଡିଆରେ ଅଶ୍ଵିନୀଙ୍କର ଏକ ଭିଡିଓ ଏବେ ଖୁବ ଭାଇରାଲ ହେବାରେ ଲାଗିଛି ଆଉ ଆଜି ଆମେ ଆପଣ ମାନଙ୍କୁ ଅଶ୍ଵିନୀଙ୍କ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ ଯାହା ଦେଖିଲେ ଆପଣ ମାନେ ବହୁତ ଖୁସି ହେବେ । ଭାଇରାଲ ହେଉଥିବା ଭିଡିଓରେ ଓଡିଆ ଟିଭି ଅଭିନେତା ଅଶ୍ଵିନୀ ନିଜ ଝିଅ ସହ ଡ୍ୟାନ୍ସ କରୁଥିବାର ନଜର ଆସୁଛନ୍ତି । ଅଶ୍ଵିନୀଙ୍କ ଝିଅ ମଧ୍ୟ ନିଜ ବାପା ସହ ଖୁବ ମସ୍ତି କରୁଥିବାର ନଜର ଆସୁଛି । ତାଙ୍କ ଫ୍ୟାନ୍ସ ମାନେ ଏହି ଭିଡିଓକୁ ଖୁବ ପସନ୍ଦ କରିଛନ୍ତି ।

Leave a Comment