ଏହି ଦୁନିଆରେ ବେଳେବେଳେ କିଛି ଏମିତି ଘଟଣା ଦୁର୍ଘଟଣା ଆମକୁ ସାମ୍ନା କରିବାକୁ ପଡ଼ିଥାଏ ଯାହା ଆମକୁ ବହୁତ୍ ବିଚଳିତ କରିଥାଏ। ସେହିଭଳି ଏକ ଘଟଣା ସଂପର୍କରେ ଆମେ ଆପଣଙ୍କୁ କହିବାକୁ ଯାଉଛୁ ଯାହାକୁ ଶୁଣିଲେ ଆପଣ ବି ଆଶ୍ଚର୍ଯ୍ୟ ହୋଇଯିବେ।ଏହି ଘଟଣାରେ ଦୁଇଟି କୁକୁଡ଼ା ସାପ ଦଂଶନ ର ଶିକାର ହୋଇଛନ୍ତି। ଆଉ ଏହାପରେ କିପରି ସ୍ଥିତି ସୃଷ୍ଟି ହୋଇଛି ତାହା ଆପଣ ଏହି ଭିଡିଓ ଦେଖିଲେ ଜାଣି ପାରିବେ। ଆପଣ ତ ଜାଣିଛନ୍ତି ଆମ ଚତୁଃପାର୍ଶ୍ଵରେ ରହିଥିବା କିଛି ସାପ ମାନଙ୍କ ମଧ୍ୟରୁ କିଛି ଏପରି ଜାତିର ସାପ ରହିଛନ୍ତି ଯେଉଁମାନେ ବହୁତ୍ ବିଷଧର ଅଟନ୍ତି। ସେମାନଙ୍କ ମଧ୍ୟରୁ ଭାଇପର୍ ସାପ ଅନ୍ୟତମ।ଯାହା ଏମିତି ଏକ ବିଷଧର ସାପ, ଯିଏ କାମୁଡିବା ମାତ୍ରେ ଜୀବନ ଚାଲି ଯିବାର ସମ୍ଭାବନା ବହୁତ୍ ଅଧିକ।ତେବେ ସାପକୁ ନେଇ ନିଶ୍ଚିତ ଭାବରେ ଆପଣ ଅନେକ ଖବର ସଂସ୍ପର୍ଶରେ ଆସିଥିବେ।
ସାପକୁ ନେଇ ଅନେକ ଭୟଙ୍କର ଦୃଶ୍ୟ ଆପଣ ସମୟକ୍ରମେ ଦେଖିବା ପାଇଁ ପାଉଥିବେ। ପ୍ରକୃତରେ ସାପ ଏକ ଏମିତି ଜୀବ ଯାହାକୁ ମନୁଷ୍ୟ ବହୁତ୍ ଭୟ କରିଥାଏ। କାରଣ ସେମାନେ ସବୁ ସ୍ଥାନରେ ଦେଖିବାକୁ ମିଳିଥାନ୍ତି।ସାପ ଦେଖିଲେ କିମ୍ବା ସାପ ନାମ ଶୁଣିଲେ ସମସ୍ତଙ୍କୁ ପ୍ରାୟତଃ ଡର ଲାଗିବା ସ୍ୱାଭାବିକ।ସାପ କେତେବେଳେ କାହା ଘର ଭିତରେ ପ୍ରବେଶ କରିବ ତାହା କହିହେବ ନାହିଁ।ତେଣୁ ଆପଣ ଅଚାନକ ସାପ ଟିଏ ଦେଖିଲେ ଭୟଭୀତ ହୋଇ ଯାଉଥିବେ।
ସାପ ଯେମିତି ହେଇଥାଉ ନା କାହିଁକି ସାପକୁ ଦେଖିବା ମାତ୍ରକେ ହିଁ ଭୟ ଲାଗେ।ଏହା ଏମିତି ଜୀବ ଯାହା ସମସ୍ତଙ୍କ ମନରେ ଏକ ଭିନ୍ନ ଧରଣର ଭୟ ସୃଷ୍ଟି କରିଥାଏ।କାରଣ ବିଷଧର ସାପ କାମୁଡ଼ିଲେ ଜୀବନ ଯିବାର ଭୟ ମଧ୍ୟ ଥାଏ। ତେବେ ସାପ କୁ ନେଇ ଅନେକ ପ୍ରକାରର ଭିଡିଓ ସମୟ କ୍ରମେ ଦେଖିବାକୁ ମିଳିଥାଏ ସୋସିଆଲ ମିଡିଆରେ।ସାପ କେତେବେଳେ କାହାକୁ ଦଂଶନ କରିବ ତାହା କହିହେବ ନାହିଁ। ତା ଉପରେ ଆଘାତ ଆସିଲେ ହିଁ ସେ ଆକ୍ରମଣ କରିଥାଏ।କିନ୍ତୁ ବେଳେବେଳେ ମଣିଷ ଅଳ୍ପକେ ସାପ ଦଂଶନ ରୁ ବର୍ତ୍ତି ଯାଇଥାଏ।ସେହିପରି ଏକ ଘଟଣା ଏବେ ସାମ୍ନାକୁ ଆସିଛି।
ଆମେ ଆଜି ଆପଣଙ୍କୁ ଏମିତି ଏକ ଭିଡିଓ ବିଷୟରେ କହିବାକୁ ଯାଉଛୁ ଯାହାକୁ ଦେଖିଲେ ଆପଣ ନିଶ୍ଚିତ ଭାବରେ ଆଶ୍ଚର୍ଯ୍ୟ ହୋଇଯିବେ।କାରଣ ଏଠାରେ ଏକ ସାପ ଟି ଗୋଟିଏ କୁକୁଡ଼ା ରହୁଥିବା ଘରେ ପଶି ଦୁଇଟି କୁକୁଡ଼ା କୁ ଦଂଶନ କରିବା ଫଳରେ ଦୁଇଟି ଯାକ କୁକୁଡ଼ା ମରିଯାଇଥିଲା। କୁକୁଡ଼ା ଦେଇଥିବା ଅଣ୍ଡାକୁ ମଧ୍ୟ ସାପଟି ଗିଳି ଦେଇଥିଲା। ତାପରେ ଗିଳିଥିବା ଦୁଇଟି ଅଣ୍ଡା କୁ ବାହାର କରି ଦେଇଥିଲା ସାପ। ଯାହାର ଦୃଶ୍ୟ ଆପଣ ଏଠାରେ ଦେଖିବାକୁ ପାଇବେ।ଏହା ସହିତ ଏହି ସାପକୁ ସାପ ଧରାଳି ଜଣଙ୍କ ଆସି କୌଶଳ କ୍ରମେ ଉଦ୍ଧାର କରି ନେଇ ଯାଇଛନ୍ତି।
ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।